ଆଜି ପୁରୀ ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା ଓ ବଳଭଦ୍ରଙ୍କ ଜନ୍ମୋତ୍ସବ

Aug 31, 2023 - 15:38
 8
ଆଜି ପୁରୀ ଶ୍ରୀମନ୍ଦିରରେ ଗହ୍ମାପୂର୍ଣ୍ଣିମା ଓ ବଳଭଦ୍ରଙ୍କ ଜନ୍ମୋତ୍ସବ

ପୁରୀ: ଆଜି ପୁରୀ ଶ୍ରୀମନ୍ଦିରରେ ପବିତ୍ର ଗହ୍ମାପୂର୍ଣ୍ଣିମା ଓ ପ୍ରଭୁ ବଳଭଦ୍ରଙ୍କ ଜନ୍ମୋତ୍ସବ। ମଧ୍ୟାନ୍ନ ଧୂପ ପରେ ମହାପ୍ରଭୁ ଜଗନ୍ନାଥ ଓ ବଳଭଦ୍ରଙ୍କୁ ରାକ୍ଷୀ ବାନ୍ଧିବେ ଦେବୀ ସୁଭଦ୍ରା। ପାଟରା ବିଶୋୟୀ ସେବକଙ୍କ ଦ୍ଵାରା ପ୍ରସ୍ତୁତ ସ୍ୱତନ୍ତ୍ର ରାକ୍ଷୀ ଓ ଗୁଆମାଳ ଲାଗି।