ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

Aug 22, 2023 - 12:25
Aug 24, 2023 - 13:55
 5
ଆଜି ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ

ବଲାଙ୍ଗୀର : ଆଜି ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ୧୨ ଘଣ୍ଟିଆ କଣ୍ଟାବାଞ୍ଜି ବନ୍ଦ ଡାକରା ଦିଆଯାଇଛି। ଜିଲ୍ଲା ସଂଘର୍ଷ ସମିତି ପକ୍ଷରୁ ସକାଳ ୬ରୁ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ତୁରେଇକେଲା, ବଙ୍ଗୋମୁଣ୍ଡା, ମୁରିବାହାଲ ଓ କଣ୍ଟାବାଞ୍ଜିରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡ଼ି ଚଳାଚଳ କମ ରହିଛି ।