ଆଜି ୧୨ ଘଣ୍ଟିଆ ଟିଟିଲାଗଡ଼ ବନ୍ଦ
ଟିଟିଲାଗଡ଼ : ଆଜି କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ ଘଣ୍ଟିଆ ବଲାଙ୍ଗୀର ଜିଲ୍ଲା ଟିଟିଲାଗଡ଼ ବନ୍ଦ ପାଳନ କରାଯାଉଛି| ଟିଟିଲାଗଡ଼କୁ ସ୍ୱତନ୍ତ୍ର ଜିଲ୍ଲା ମାନ୍ୟତା ଦାବିରେ ବନ୍ଦ ପାଳନ ହେଉଛି। ଆଜି ସକାଳ ୬ରୁ ସନ୍ଧ୍ୟା ୬ଟା ଯାଏ ବନ୍ଦ ଡାକରା। ବନ୍ଦ ପ୍ରଭାବରେ ଗାଡ଼ି ଚଳାଚଳ ବନ୍ଦ ରହିଛି।