ଆଜି ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ଦର୍ଶନ ବନ୍ଦ
ପୁରୀ : ଆଜି ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ |
ଚିତାଲାଗି ଅମାବାସ୍ୟାରେ ମହାପ୍ରଭୁଙ୍କ ମସ୍ତକରେ ଚିତା ଲାଗି ନୀତି ଅନୁଷ୍ଠିତ ହେବ |
ମହାପ୍ରଭୁଙ୍କ ମସ୍ତକରେ ଚିତା ଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ |