ଆଜିଠୁ ୫ ଦିନ ପର୍ଯ୍ୟନ୍ତ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା
ଭୁବନେଶ୍ୱର : ଆଜିଠୁ ଓଡ଼ିଶାର ୨୪ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି| ୫ ଜିଲ୍ଲାକୁ ଅତି ପ୍ରବଳ ବର୍ଷା ନେଇ ପାଣିପାଗ ବିଭାଗ ପକ୍ଷରୁ ୱାର୍ଣ୍ଣିଂ ଜାରି କରାଯାଇଛି। ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ଗଜପତି ପାଇଁ ୱାର୍ଣ୍ଣିଂ ଜାରି ହୋଇଛି। ବଜ୍ରପାତ ସହ ବର୍ଷା ନେଇ ଆଉ ୧୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି |