ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀଜୀଉଙ୍କ ସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୪ ଘଣ୍ଟା ପାଇଁ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ | ବୁଧବାର ସନ୍ଧ୍ୟା ୬ଟାରୁ ରାତି ୧୦ଟା ଯାଏଁ ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ସୂଚନା ଦେଛନ୍ତି ମନ୍ଦିର ପ୍ରଶାସନ ।