ଉଜ୍ଜଳା ଯୋଜନାରେ ୨୦୦ ଟଙ୍କା ସବ୍‌ସିଡିକୁ ମଞ୍ଜୁରୀ

Aug 29, 2023 - 12:02
 7
ଉଜ୍ଜଳା ଯୋଜନାରେ ୨୦୦ ଟଙ୍କା ସବ୍‌ସିଡିକୁ ମଞ୍ଜୁରୀ

ଭୁବନେଶ୍ୱର: LPG ଗ୍ୟାସ ସିଲିଣ୍ଡର ଉପରେ ମିଳିବ ୨୦୦ ଟଙ୍କା ସବସିଡି। ଉଜ୍ଜଳା ଯୋଜନାରେ ୨୦୦ ଟଙ୍କା ସବ୍‌ସିଡିକୁ ମଞ୍ଜୁର ପ୍ରଦାନ କରାଯାଇଛି। ସବ୍‌ସିଡି ନେଇ କେନ୍ଦ୍ର କ୍ୟାବିନେଟର ମଞ୍ଜୁରୀ ମିଳିଛି।