ଓଡ଼ିଶା ମୁଖ୍ୟ ସଚିବ ଡେଙ୍ଗୁ ରୋଗରେ ଆକ୍ରାନ୍ତ

ଭୁବନେଶ୍ୱର: ଓଡିଶା ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନା ଡେଙ୍ଗୁରେ ଆକ୍ରାନ୍ତ ହୋଇଛନ୍ତି।
ମୁଖ୍ୟ ଶାସନ ସଚିବ ଭୁବନେଶ୍ୱରର କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।
କ୍ୟାପିଟାଲ୍ ହସ୍ପିଟାଲ୍ ନିର୍ଦ୍ଦେଶକଙ୍କ ଅନୁଯାୟୀ ଜେନାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଧୀରେ ଧୀରେ ସୁଧୁରୁଛି।