କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର

Sep 1, 2023 - 16:56
 39

ଭୁବନେଶ୍ୱର: ଘରୋଇ ଏଲପିଜି ପରେ କମିଲା କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର। ସୂଚନା ଅନଯାୟୀ, ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୫୮ ଟଙ୍କା ହ୍ରାସ ପାଇଛି। ଦିଲ୍ଲୀରେ ଏବେ ୧୯ କେଜି କମର୍ସିଆଲ ଗ୍ୟାସ ସିଲିଣ୍ଡର ଦର ୧୫୨୨ ଟଙ୍କା ହୋଇଛି।