ଘାଟିରେ ଦୁର୍ଘଟଣା ଘଟି ୨ ମୃତ
ବାରିପଦା: ମୟୁରଭଞ୍ଜ ଜିଲ୍ଲା ଦେଇ ଯାଉଥିବା ଜାତୀୟ ରାଜପଥ ୪୯ ଦୁଆରଶୁଣୀ ଘାଟିରେ ଟ୍ରକ୍ ଓ ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି। ମୃତକ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଥିବା ସୂଚନା ମିଳିଛି।