ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇଫାଇ

May 25, 2023 - 06:15
Aug 24, 2023 - 14:00
 8
ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇଫାଇ

ଭୁବନେଶ୍ୱର: ଓଡ଼ିଶାରେ ଛାତ୍ରଛାତ୍ରୀଙ୍କୁ ମିଳିବ ମାଗଣା ୱାଇଫାଇ ଓ ଦୈନିକ ଏକ ଜିବି ଡାଟା। ବୈଷୟିକ ଶିକ୍ଷାନୁଷ୍ଠାନ, କଲେଜ ଓ ବିଶ୍ୱବିଦ୍ୟାଳୟରେ ଏହି ସୁବିଧା ଉପଲବ୍ଧ ହେବ ବୋଲି ଉଚ୍ଚଶିକ୍ଷା ବିଭାଗ ମନ୍ତ୍ରୀ ରୋହିତ ପୂଜାରୀ ସୂଚନା ଦେଇଛନ୍ତି। ଶିକ୍ଷାର ଗୁଣାତ୍ମକ ମାନ ବୃଦ୍ଧି ପାଇଁ ଏହି ନିଷ୍ପତ୍ତି ନିଆଯାଇଛି।