ଜୁଲାଇ ୨୫ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି

Jul 13, 2023 - 17:32
 4

ଭୁବନେଶ୍ୱର : ଜୁଲାଇ ୨୫ ତାରିଖରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆସନ୍ତା ୨୬ ରେ ଓଡ଼ିଶା ହାଇକୋର୍ଟର ୭୫ ବର୍ଷ ପୂର୍ତ୍ତି ଅବସରରେ ଯୋଗ ଦେବେ ରାଷ୍ଟ୍ରପତି। ଜୁଲାଇ ୨୭ ରେ ଭଦ୍ରକ ସ୍ବୟଂଶାସିତ ମହାବିଦ୍ୟାଳୟ ହୀରକ ଜୟନ୍ତୀରେ ମଧ୍ୟ ଯୋଗଦେବେ ରାଷ୍ଟ୍ରପତି । ଏହି ସୂଚନା ଦେଲେ ଭଦ୍ରକ ଜିଲ୍ଲାପାଳ ସିଦ୍ଧେଶ୍ବର ବଳିରାମ ବନ୍ଦର |