ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ
ଭୁବନେଶ୍ୱର : ଆଜି ପୂର୍ବତନ ପୌରାଧ୍ୟକ୍ଷ ଡାକ୍ତର ଜଗନ୍ନାଥ ମହାପାତ୍ରଙ୍କ ପରଲୋକ ହୋଇଛି|୮୪ ବର୍ଷ ବୟସରେ ଭୁବନେଶ୍ବର ସ୍ଥିତ ବାସଭବନରେ ଦେହାନ୍ତ ହୋଇଥିବା ସୂଚନା ମିଳିଛି| ଭୁବନେଶ୍ୱରର ପୌରାଧ୍ୟକ୍ଷ ଭାବେ ଦାୟିତ୍ବ ତୁଲାଇଥିଲେ ଡାକ୍ତର ଜଗନ୍ନାଥ ମହାପାତ୍ର|