ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ

Oct 4, 2023 - 17:59
 7
ଆଜି ୧୨ ଘଣ୍ଟିଆ ଧର୍ମଗଡ଼ ବନ୍ଦ

କଳାହାଣ୍ଡି: ଆଜି କଳାହାଣ୍ଡି ଜିଲ୍ଲାର ଧର୍ମଗଡ଼ରେ ୧୨ ଘଣ୍ଟିଆ ବନ୍ଦ ପାଳନ କରୁଛି କ୍ରିୟାନୁଷ୍ଠାନ କମିଟି। ଧର୍ମଗଡ଼ ଉପଖଣ୍ଡକୁ ଜିଲ୍ଲା ମାନ୍ୟତା ଦାବିରେ ଏହି ବନ୍ଦ ଡାକରା ଦିଆଯାଇଛି। ଧର୍ମଗଡ଼, କୋକସରା, କଲମପୁର ଓ ଗୋଲମୁଣ୍ଡା ରେ ଗାଡ଼ି ଚଳାଚଳ ଓ ଦୋକାନ ବଜାର ବନ୍ଦ ରହିଛି।