ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଉଦ୍ୟମ

Sep 4, 2023 - 16:01
 49

ପୁରୀ: ଆଜି ପୁରୀ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଜଣେ ବ୍ୟକ୍ତି ଆତ୍ମହତ୍ୟା ଉଦ୍ୟମ କରିଥିଲେ। ଦେହରେ ପେଟ୍ରୋଲ ଢାଳିବାକୁ ଉଦ୍ୟମ କରୁଥିବା ବେଳେ ତାଙ୍କୁ କାବୁ କଲା ପୋଲିସ। ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ବ୍ୟକ୍ତି ଜଣକ ବଳିଆପଣ୍ଡା ବସ୍ତିର।