ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟାଙ୍କ ଦେହାନ୍ତ

Sep 16, 2023 - 18:17
 39
ପ୍ରଖ୍ୟାତ ଲେଖିକା ଗୀତା ମେହେଟ୍ଟାଙ୍କ ଦେହାନ୍ତ

ଭୁବନେଶ୍ୱର: ମୂଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବଡ଼ ଭଉଣୀ ଗୀତା ମେହେଟ୍ଟାଙ୍କ ଦେହାନ୍ତ ହୋଇଛି। ଦିଲ୍ଲୀ ସ୍ଥିତ ବାସଭବନରେ ତାଙ୍କର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ବୟସ ହୋଇଥିଲା। ସେ ଏକାଧାରରେ ଜଣେ ପ୍ରଖ୍ୟାତ ଲେଖିକା, ସାମ୍ବାଦୀକା ଓ ଫିଲ୍ମ ନିର୍ଦ୍ଦେଶିକା ଥିଲେ।