ବୃଦ୍ଧାଙ୍କୁ ଆକ୍ରମଣ କରି ସୁନା ଗହଣା ଲୁଟ୍

Sep 27, 2023 - 13:18
 44
ବୃଦ୍ଧାଙ୍କୁ ଆକ୍ରମଣ କରି ସୁନା ଗହଣା ଲୁଟ୍

ସୋର: ବାଲେଶ୍ୱର ଜିଲ୍ଲା ଗୋପାଳପୁର ଥାନା ଜୁଣିଆ ବଜାର ସ୍ଥିତ ଘରେ ଜଣେ ବୃଦ୍ଧାଙ୍କୁ ଆକ୍ରମଣ କରି ସୁନା ଗହଣା ଲୁଟିନେଲେ ଦୁର୍ବୁତ୍ତ। ଘରେ କେହି ନଥିବା ବେଳେ ବୃଦ୍ଧାଙ୍କୁ ମାରଣାସ୍ତ୍ରରେ ଆକ୍ରମଣ ହୋଇଥିଲା। ଗୁରୁତର ଅବସ୍ଥାରେ ତାଙ୍କୁ ବାଲେଶ୍ୱର ମେଡିକାଲରେ ଭର୍ତ୍ତି କରାଯାଇଛି।