ସମ୍ବଲପୁରରେ ଗୋଷ୍ଠୀ ସଂଘର୍ଷ, ୪ ଆହତ

Aug 23, 2023 - 10:46
Aug 24, 2023 - 13:50
 36
ସମ୍ବଲପୁରରେ ଗୋଷ୍ଠୀ ସଂଘର୍ଷ, ୪ ଆହତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ତାଳଭଟପଡ଼ା ରେ ଗୋଷ୍ଠୀ ସଂଘର୍ଷ ହୋଇଥିବା ଜଣାପଡ଼ିଛି। ଏଥିରେ ଜଣେ ପୋଲିସ୍ ଅଧିକାରୀଙ୍କ ସମେତ ୪ ଜଣ ଆହତ ହୋଇଛନ୍ତି। ଗୋଟିଏ ପରିବାରର ୩ ଜଣ ସଦସ୍ୟଙ୍କୁ ୪୦ ଜଣ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି।