ହାତୀ ଆକ୍ରମଣରେ ବୃଦ୍ଧ ମୃତ

ସୁନ୍ଦରଗଡ଼ : ସୁନ୍ଦରଗଡ଼ ଜିଲ୍ଲା ବଣାଇ ଅଂଚଳରେ ଭୁଜାପାଳ ଜଙ୍ଗଲରେ ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ହୋଇଛି | ମହୁଲ ଟୁଳ ଗୋଟାଇବାକୁ ଯାଇଥିବା ବେଳେ ହାତୀ ଆକ୍ରମଣ କରିଥିଲା। ୭ଟିକିଆ ହାତୀପଲ ହାବୁଡ଼ରେ ପଡ଼ି ସଂପୃକ୍ତ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।